ଓଡ଼ିଶାରେ ୭୭୯ ଜଣ ପଜିଟିଭ ଚିହ୍ନଟ, ପୁଣି ୧୦୫ ଶିଶୁ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଶିଶୁଙ୍କ ଉପରେ ପ୍ରଭାବ ବିସ୍ତାର ଆରମ୍ଭ କଲାଣି । ଶିଶୁଙ୍କ ଜୀବନ ପ୍ରତି ବଡ଼ ବିପଦ ଦେଖା ଦେଲାଣି। ଗତ ୩ ଦିନରେ ତିନି ଶିଶୁଙ୍କ ଜୀବନ ନେଇଛି କରୋନା । ଗୁରୁବାର ଜଣେ ଶିଶୁର ଜୀବନ ନେଇଥିଲାବେଳେ ଶୁକ୍ରବାର ପୁଣି ୨ କନ୍ୟାଙ୍କ ଜୀବନ ନେଇଛି ଭୂତାଣୁ । ଦୁଇ କନ୍ୟାଙ୍କ ଭିତରେ ଜଣେ ମୟୂରଭଞ୍ଜର ଓ ଅନ୍ୟ ଜଣେ କଟକର । ମୟୂରଭଞ୍ଜ ଜିଲ୍ଲାର କନ୍ୟାର ବୟସ ୫ ମାସ … Continue reading ଓଡ଼ିଶାରେ ୭୭୯ ଜଣ ପଜିଟିଭ ଚିହ୍ନଟ, ପୁଣି ୧୦୫ ଶିଶୁ ଆକ୍ରାନ୍ତ