ରାଜ୍ୟରୁ ପୁଣି ବାହାରିଲେ ୭୫୪ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୦୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୭୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୮ … Continue reading ରାଜ୍ୟରୁ ପୁଣି ବାହାରିଲେ ୭୫୪ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୦୮ ପଜିଟିଭ୍ ଚିହ୍ନଟ