ରାଜ୍ୟରୁ ଆଉ ୬୮୧ କରୋନା ପଜିଟିଭ୍‌ ଚିହ୍ନଟ, ୦-୧୮ ବର୍ଷ ଭିତରେ ୧୧୮ ଜଣ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୬୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୯୮ … Continue reading ରାଜ୍ୟରୁ ଆଉ ୬୮୧ କରୋନା ପଜିଟିଭ୍‌ ଚିହ୍ନଟ, ୦-୧୮ ବର୍ଷ ଭିତରେ ୧୧୮ ଜଣ