ଆଜି ରାଜ୍ୟରୁ ୫୧୦ କରୋନା ପଜିଟିଭ୍ ଚିହ୍ନଟ : ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । … Continue reading ଆଜି ରାଜ୍ୟରୁ ୫୧୦ କରୋନା ପଜିଟିଭ୍ ଚିହ୍ନଟ : ଜାଣନ୍ତୁ କେଉଁଠୁ କେତେ