ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୬୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୦ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ … Continue reading ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୪୬୨ ନୂଆ ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୭୦ ସଂକ୍ରମିତ