ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ : ଚିହ୍ନଟ ହେଲେ ୭୩୪, ୧୮ବର୍ଷରୁ କମ୍ ୧୦୧ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ଆଜି କରୋନା ସଂକ୍ରମଣ ୭ ଶହ ଟପିଯାଇଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ … Continue reading ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ : ଚିହ୍ନଟ ହେଲେ ୭୩୪, ୧୮ବର୍ଷରୁ କମ୍ ୧୦୧ ସଂକ୍ରମିତ