30.1 C
Bhubaneswar
Sunday, May 5, 2024
Homeବ୍ରେକୀଙ୍ଗଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୫୫୦ କୋରନା ରୋଗୀ

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୦୫୫୦ କୋରନା ରୋଗୀ

ନୂଆଦିଲ୍ଲୀ : ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଥିବା ବେଳେ ବ୍ରିଟେନରୁ ଆସିଥିବା ନୂଆ ଷ୍ଟ୍ରେନ ଦେଶରେ ଭୟ ସୃଷ୍ଟି କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାର ୫୫୦ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨ ଲକ୍ଷ ୪୪ ହଜାର ୮୫୩ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟରେ ୨୮୬ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୮ ହଜାର ୪୩୯ ରେ ପହଞ୍ଚିଛି । ତେବେ ଦେଶରେ ୨ ଲକ୍ଷ ୬୨ ହଜାର ୨୭୨ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୮ ଲକ୍ଷ ୩୪ ହଜାର ୧୪୧ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking