27.1 C
Bhubaneswar
Tuesday, March 19, 2024
Homeବ୍ରେକୀଙ୍ଗଦେଶରେ ୨୪ ଘଣ୍ଟାରେ ୩୬ ହଜାର ୬୦୪ ଆକ୍ରାନ୍ତ ; ୫୦୧ ମୃତ୍ୟୁ

ଦେଶରେ ୨୪ ଘଣ୍ଟାରେ ୩୬ ହଜାର ୬୦୪ ଆକ୍ରାନ୍ତ ; ୫୦୧ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କୋରନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଛି । ବେଳେ ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ତେବେ ଗତ ୨୪ ଘଣ୍ଟାରେ ଦେଶରେ ୩୬ ହଜାର ୬୦୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୫୦୧ ଜଣଙ୍କ କୋରନାରେ ମୃୁତ୍ୟୁ ଘଟିଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୯୯ ହଜାର ୪୧୪ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୮ ହଜାର ୧୨୨ କୁ ପହଞ୍ଚିଛି । ତେବେ ୪ ଲକ୍ଷ ୬୪୪ ଜଣ ଅକ୍ରାନ୍ତ ଚିକିତ୍ସତ ଅବସ୍ଥାରେ ଥିବା ବେଳେ ୮୯ ଲକ୍ଷ ୩୨ ହଜାର ୬୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking