33.1 C
Bhubaneswar
Monday, May 6, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୨.୫୯ ଲକ୍ଷ ସଂକ୍ରମିତ

ଦେଶରେ ୨୪ ଘଣ୍ଟାରେ ୨.୫୯ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ହୁ ହୁ ହୋଇ ବଢିବାକୁ ଲାଗିଛି କୋରନା ସଂକ୍ରମଣ । ନୂତନ ଷ୍ଟ୍ରେନ ସହ ଏହି ସଂକ୍ରମଣ ବଢିବାରେ ଲାଗିଛି । ଲଗାତର ଭାବେ ଏହି ସଂକ୍ରମଣ ସଂଖ୍ୟା ବଢି ଆଜି ୨ ଲକ୍ଷ ୫୯ ହଜାର ୧୭୦ ଅତିକ୍ରମ କରିଛି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ ହଜାର ୦୮୯ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୧୭୬୧ ଜଣଙ୍କ ମୃ୍‌ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ ରେ ପହଞ୍ଚିଛି ।

ତେବେ ଦେଶରେ ୨୦ ଲକ୍ଷ ୩୦ ହଜାର ୯୭୭ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୧ କୋଟି ୩୧ ଲକ୍ଷ ୦୮ ହଜାର ୫୮୨ ଜଣ । ଏଯାବତ ଦେଶରେୂ ୧୨ କୋଟି ୭୧ ଲକ୍ଷ ୨୯ ହଜାର ୧୧୩ ଡୋଜ ଟୀକାକରଣ ସରିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking