28.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୨୯୮୧ କୋରନା ରୋଗୀ

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୨୯୮୧ କୋରନା ରୋଗୀ

ନୂଆଦିଲ୍ଲୀ : ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାର ୯୮୧ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୬ ଲକ୍ଷ ୨୦୩କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୩୯୧ ଜଣଙ୍କ ମୃ୍‌ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୫୭୩ରେ ପହଞ୍ଚିଛି । ତୋବେ ଦେଶରେ ୩ ଲକ୍ଷ ୯୬ ହଜାର ୭୨୯ ଟି ଆକ୍ଟିବ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୧ ଲକ୍ଷ ୩୯ ହଜାର ୯୦୧ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking