35.1 C
Bhubaneswar
Wednesday, May 8, 2024
Homeବ୍ରେକୀଙ୍ଗଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୫୬୭ କୋରନା ରୋଗୀ

ଦେଶରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୬୫୬୭ କୋରନା ରୋଗୀ

ନୂଆଦିଲ୍ଲୀ : ଦେଶରେ କୋରନା ସଂକ୍ରମଣ ଦିନକୁ ଦିନ କମିବାରେ ଲାଗିଛି । ଏହା ଦେଶବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬ ହଜାର ୫୬୭କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୬୦୩୭୭୦କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟରେ ୩୮୫ ଜଣଙ୍କ ମୃ୍‌ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୯୫୮ରେ ପହଞ୍ଚିଛି । ତୋବେ ଦେଶରେ ୩ ଲକ୍ଷ ୮୩ ହଜାର ୮୬୬ ଟି ଆକ୍ଟିବ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୯୧ ଲକ୍ଷ ୭୮ ହଜାର ୯୪୬ ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking