35.1 C
Bhubaneswar
Saturday, May 4, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୩୬୪ କୋରନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୩୬୪ କୋରନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ଘଣ୍ଟା ମଧ୍ୟରେ ୩୬୪ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କ୍ୱାରେନଟାଇନରୁ ୨୧୦ ଜଣ ଓ ୧୫୪ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡ଼ରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୭୨୭୯ ହୋଇଥିଲା ବେଳେ ସୁସ୍ଥ ହୋଇଛନ୍ତି ୩୨୨୩୪୪ ଜଣ । ତେବେ ୩୦୩୬ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସଂମ୍ପର୍କ ବିଭାଗ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking