28.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୩୦୫ କୋରନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୩୦୫ କୋରନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଗତ ୨୪ ଘଣ୍ଟା ମଧ୍ୟରେ ୩୦୫ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କ୍ୱାରେନଟାଇନରୁ ୧୭୪ ଜଣ ଓ ୧୩୧ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡ଼ ଓ ସମ୍ବଲପୁରରୁ ସର୍ବାଧିକ ୪୦ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୯୩୦୬ ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ୩୮୩ ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଛନ୍ତି ୩୨୪୭୭୫ ଜଣ । ତେବେ ୨୬୦୭ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ତରଫରୁ ସୂଚନା ମିଳିଛି ।

https://twitter.com/IPR_Odisha/status/1344157813996617729?s=20 https://twitter.com/IPR_Odisha/status/1344157817104560129?s=20 https://twitter.com/IPR_Odisha/status/1344157819331756033?s=20

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking