40.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗରାଜ୍ୟରେ ଆଉ ୨୫୧ କୋରନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୨୫୧ କୋରନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୫୧ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କ୍ୱାରେନଟାଇନରୁ ୧୪୮ ଜଣ ଓ ୧୦୩ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସୁନ୍ଦରଗଡ଼ରୁ ସର୍ବାଧିକ ୩୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୦୧୧୭ ହୋଇଥିଲା ବେଳେ ସୁସ୍ଥ ହୋଇଛନ୍ତି ୩୨୫୭୩୩ ଜଣ । ତେବେ ୨୪୫୧ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସଂମ୍ପର୍କ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking