38.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ଆଉ ୩୫୧ କୋରନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୩୫୧ କୋରନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କ୍ୱାରେନଟାଇନରୁ ୨୦୩ ଜଣ ଓ ୧୪୮ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଖୋର୍ଦ୍ଧା ରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୧୪୭ ହୋଇଥିଲା ବେଳେ ସୁସ୍ଥ ହୋଇଛନ୍ତି ୩୨୦୨୦୮ ଜଣ । ତେବେ ୩୦୬୧ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସଂମ୍ପର୍କ ତରଫରୁ ସୂଚନା ମିଳିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking