26.1 C
Bhubaneswar
Friday, March 29, 2024
Homeଓଡିଶାକରୋନା ପାଇଁ ଅଙ୍ଗନବାଡ଼ି ବନ୍ଦ

କରୋନା ପାଇଁ ଅଙ୍ଗନବାଡ଼ି ବନ୍ଦ

ଭୁବନେଶ୍ୱର : ସାରା ବିଶ୍ୱ ଏବେ କରୋନାକୁ ନେଇ ଆତଙ୍କିତ ଥିବା ବେଳେ କରୋନା ଭାଇରସ୍‌ କାରଣରୁ ସାରା ଦୁନିଆରେ ୫ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଛି। ଭାରତରେ ନିଜର କାୟା ବିସ୍ତାର କରି ଚାଲିଥିବା କରୋନା ଯୋଗୁ ୨ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ତେବେ ଏ ନେଇ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ଘୋଷଣା କରାଯାଇଛି । ଆସନ୍ତା ମାର୍ଚ୍ଚ ୩୧ ଯାଏ ବନ୍ଦ ରଖିବାକୁ ଘୋଷଣା । ବନ୍ଦ ଘୋଷଣା କଲେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ।ତେବେ ଅଯଥା ଭୟଭୀତ ନ ହୋଇ ପ୍ରତଷେଧମୂଳକ ବ୍ୟବସ୍ଥା ଗ୍ରହଣ କରିବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜନ ସଚେତନତା ସୃଷ୍ଟି କରାଯାଉଛି।
https://onakhabar.com/2020/03/14/corona-viurs-2/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking