30.1 C
Bhubaneswar
Thursday, April 25, 2024
Homeଓଡିଶାକରୋନା ଯୋଦ୍ଧାଙ୍କୁ କରୋନା

କରୋନା ଯୋଦ୍ଧାଙ୍କୁ କରୋନା

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାରେ ଗତକାଲି ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି । କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସେମାନେ କରୋନାରେ ସଂକ୍ରମିତ ହୋଇଥିବା ଟ୍ୱିଟ ଯୋଗେଁ ସୂଚନା ଦେଇଛନ୍ତି । ତେବେ ଆଜି ଗଂଜାମ ଜିଲ୍ଲାରେ ୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭୮ଛୁଇଁଛି । ସେମାନଙ୍କ ମଧ୍ୟରୁ ୫୪୫ ଜଣ ସୁସ୍ଥ ହୋଇଥିବା ବେଳେ ୧୨୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ୫ ଜଣଙ୍କ ମୃତ୍ୟୁ ହୋଇଛି ।
https://onakhabar.com/2020/06/13/225-corona-positive-identified-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking