ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି

ନୂଆପଡ଼ା: କାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ହେବ । ଏନେଇ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଭୋଟ ଗ୍ରହଣ ଓ ଗଣନା ପ୍ରକ୍ରିୟାକୁ ସମ୍ପୁର୍ଣ୍ଣ ସ୍ବଚ୍ଛ, ସୁସ୍ଥ ଓ ପାରଦର୍ଶୀ ଭାବରେ ଆୟୋଜନ କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ । ନ୍ୟାସନାଲ କଲେଜରେ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଷ୍ଟ୍ରଙ୍ଗରୁମ ମଧ୍ୟରେ ଥିବା ସମସ୍ତ ଇଭିଏମ ଓ ଭିଭିପାଟ ମେସିନ୍‌ ଗୁଡ଼ିକ ଆସନ୍ତାକାଲି କାଉଣ୍ଟିଙ୍ଗ ହଲକୁ ଅଣାଯିବ । … Continue reading ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି