ଭୁବନେଶ୍ୱର : ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିଲା ଦେଶୀ ମଦ। ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ। ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଦେଶୀ ମଦ ଫ୍ୟାକ୍ଟ୍ରି ଠାବ ହୋଇଛି। ପ୍ରାୟ ୧୯ ଲକ୍ଷ ଟଙ୍କାର ଦେଶୀ ମଦ ହେବା ସହ ୪ ଗିରଫ ହୋଇଛନ୍ତି।