28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଦେଶରେ ପୁଣି ୬୦,୯୭୫ କରୋନା ଆକ୍ରାନ୍ତ ଚିହ୍ନଟ, ଦିନକରେ ୮୪୮ ଲୋକଙ୍କ ମୃତ୍ୟୁ

ଦେଶରେ ପୁଣି ୬୦,୯୭୫ କରୋନା ଆକ୍ରାନ୍ତ ଚିହ୍ନଟ, ଦିନକରେ ୮୪୮ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୮ ହଜାର ୩୯୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ ହଜାର ୯୭୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୬୭ ହଜାର ୩୨୩ କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ୭ ଲକ୍ଷ ୪ ହଜାର ୩୪୮ ଜଣ ଚିକିତ୍ସିତ ହେଉଥିବା ବେଳେ ୨୪ ଲକ୍ଷ ୪ ହଜାର ୫୮୫ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking