27.1 C
Bhubaneswar
Thursday, April 25, 2024
Homeଓଡିଶାସମ୍ ରେ କୋଭିଡ-୧୯ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସମ୍ ରେ କୋଭିଡ-୧୯ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ ହସ୍ପିଟାଲରେ କୋଭିଡ୍‌-୧୯ ହସ୍ପିଟାଲର ଉଦଘାଟନ କରିଛନ୍ତି । ଏଥିରେ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲାଦ ଯୋଶୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ମୁଖ୍ୟ ଶାସନ ସଚିବ ଅସିତ ତ୍ରୀପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।
ତେବେ ସୂଚନା ଅନୁସାରେ, “ଆଇଏମଏସ୍’ ଓ “ସମ୍’ର ମିଳିତ ଉଦ୍ୟମରେ ଏହି କୋଭିଡ୍-୧୯ ହସପିଟାଲରେ ୫୦୦ ରୋଗୀଙ୍କ ନିମନ୍ତେ ଶଯ୍ୟାର ବ୍ୟବସ୍ଥା କରାଯାଇଛି । ଏହାଛଡା ଭୁବନେଶ୍ୱରର କିମ୍ସ ହସ୍ପିଟାଲରେ କୋଭିଡ୍ ହସ୍ପିଟାଲ୍ କାର‌୍ୟ୍ୟକ୍ଷମ ହୋଇଥିବା ଜଣାଯାଇଛି। କିମ୍ସ ହସ୍ପିଟାଲରେ ୧୪ କରୋନା ରୋଗୀ ଚିକିତ୍ସାଧୀନ ଥିବାର ସୂଚନା ମିଳିଛି।
https://onakhabar.com/2020/04/06/man-arrested-for-raping-killing-8-year-old-near-noida-police/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking