34.1 C
Bhubaneswar
Thursday, April 25, 2024
Homeଓଡିଶାସିଲ୍ ହେଲା ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସ

ସିଲ୍ ହେଲା ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଅଫିସ

ଭୁବନେଶ୍ୱର: ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ସିଲ୍ ହୋଇଛି ଅଫିସ । ଏହାକୁ ୧୫ ଦିନ ପାଇଁ ବନ୍ଦ କରିବାକୁ ଭୁବନେଶ୍ୱର ମହାନଗର ନିଗମ ନୋଟିସ ଦେଇଛି। କୋଭିଡ୍ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଭୁବନେଶ୍ୱର କାର୍ଯ୍ୟାଳୟରେ ଆଜି ଏକ ବିଏମସିର ଟିମ୍ ପହଞ୍ଚି ତନାଘନା କରିଥିଲେ। ଏହାପରେ ୧୫ ଦିନ ପାଇଁ ଉକ୍ତ ଅଫିସ୍ ସିଲ୍ ହେଲା ବିଏମ୍‌ସି ପକ୍ଷରୁ ନୋଟିସ ଜାରି କରାଯାଇଛି।

ତେବେ ଅପରାଜିତା ଷଡଙ୍ଗୀ କୋଭିଡ ନିୟମ ବାରମ୍ବାର ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି । ନିଜ ଜନ୍ମଦିନରେ କୋଭିଡ ଗାଇଡଲାଇନ୍ ଭାଙ୍ଗିଥିବା ଅଭିଯୋଗ ହୋଇଛି । ଏନେଇ ଗତକାଲି କେନ୍ଦ୍ରକୁ ଚିଠି ଲେଖିଥିଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର । ଭୁବନେଶ୍ୱର ମ୍ୟୁନିସିପାଲିଟି କମିଶନର (ବିଏମସି) ଜୋନାଲ ଡେପୁଟି କମିଶନର ରବିନାରାୟଣ ଜେଟିଙ୍କ ନେତୃତ୍ୱରେ ଏକ ଟିମ୍ ଶନିବାର ଦିନ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ତାଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ।

ଅପରାଜିତାଙ୍କ ନାଁରେ କେନ୍ଦ୍ରକୁ ଫେରାଦ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking