28.1 C
Bhubaneswar
Saturday, April 27, 2024
Homeଓଡିଶାମାଲକାନଗିରି କରୋନା ମୁକ୍ତ

ମାଲକାନଗିରି କରୋନା ମୁକ୍ତ

ଭୁବନେଶ୍ୱର : ମାଲାକାନଗିରି ଜିଲ୍ଲା କରୋନା ମୁକ୍ତ । ଜିଲ୍ଲାର ସମସ୍ତ ୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ ମାଲକାନଗିରି ଜିଲ୍ଲାପାଳ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ।

ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି । ସେଥିମଧ୍ୟରୁ ୯ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ୧୮୯୪ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତିି । ୯୫୧ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତିି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking