28.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗବଡ଼ ଖବର : ଆଜି ପୁଣି ନୂଆ ୪୨୪୧ ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ...

ବଡ଼ ଖବର : ଆଜି ପୁଣି ନୂଆ ୪୨୪୧ ପଜିଟିଭ ଚିହ୍ନଟ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭୧୬୧କୁ ବୃଦ୍ଧି

ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ମାଡିବାରେ ଲାଗିଛି । ହୁ ହୁ ହୋଇ ବଢିଚାଲିଛି କରୋନା ସଂକ୍ରମଣ ସଂଖ୍ୟା । ତେବେ ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୧ଜଣ, ବରଗଡ଼ ଜିଲ୍ଲାରୁ ୧୪୯ଜଣ, ଭଦ୍ରକ ଜିଲ୍ଲାରୁ ୭୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୪ଜଣ, ବୌଦ୍ଧ ଜିଲ୍ଲାରୁ ୯୪ଜଣ, କଟକ ଜିଲ୍ଲାରୁ ୩୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୬ଜଣ, ଗଜପତି ଜିଲ୍ଲାରୁ ୨୩ଜଣ, ଗଞ୍ଜାମ ଜିଲ୍ଲାରୁ ୭୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୬ଜଣ, ଯାଜପୁର ଜିଲ୍ଲାରୁ ୧୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧୪ଜଣ, କନ୍ଧମାଳ ଜିଲ୍ଲାରୁ ୧୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୩ଜଣ, କେନ୍ଦୁଝର ଜିଲ୍ଲାରୁ ୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୪୭ଜଣ, କୋରାପୁଟ ଜିଲ୍ଲାରୁ ୯୮ଜଣ, ମାଲକାନଗିରି ଜିଲ୍ଲାରୁ ୨୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୭ଜଣ, ନୟାଗଡ଼ ଜିଲ୍ଲାରୁ ୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୯୯ଜଣ, ପୁରୀ ଜିଲ୍ଲାରୁ ୨୯୧ଜଣ, ରାୟଗଡ଼ା ଜିଲ୍ଲାରୁନ୬୬ଜଣ, ସମ୍ବଲପୁର ଜିଲ୍ଲାରୁ ୯୧ଜଣ, ସୋନପୁର ଜିଲ୍ଲାରୁ ୧୨୯ଜଣ, ସୁନ୍ଦରଗଡ଼ ୧୫୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୩୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୧୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୫୮୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୯୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking