26.1 C
Bhubaneswar
Wednesday, May 8, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୧ଲକ୍ଷ ୫୨ ହଜାର ୮୭୯ କରୋନା ପଜିଟିଭ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୧ଲକ୍ଷ ୫୨ ହଜାର ୮୭୯ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା । ଗତ କିଛିଦିନ ମଧ୍ୟରେ ୧ ଲକ୍ଷରୁ ଅଧିକ ଦୈନିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ୨୪ ଘଣ୍ଟାରେ ୧ଲକ୍ଷ ୫୨ ହଜାର ୮୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୩,୫୮,୮୦୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୮୩୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୯,୨୭୫ରେ ପହଞ୍ଚିଛି । ଦିନକରେ ୯୦,୫୮୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୧,୨୦,୮୧,୪୪୩ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧,୦୮,୦୮୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking