34.1 C
Bhubaneswar
Friday, March 29, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୭୬ ହଜାର ୭୦ ଜଣ ଆକ୍ରାନ୍ତ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୭୬ ହଜାର ୭୦ ଜଣ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦୈନିକ କରୋନା ମୃତ୍ୟୁ ସଂଖ୍ୟା ୪ ହଜାର ତଳକୁ ଖସିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୮୭୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୮୭ ହଜାର ୧୨୨କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୭୬ ହଜାର ୦୭୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨କୋଟି ୫୭ ଲକ୍ଷ ୭୨ ହଜାର ୪୦୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ଲକ୍ଷ ୨୯ ହଜାର ୮୭୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୨୩ ଲକ୍ଷ ୫୫ ହଜାର ୪୪୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking