31.1 C
Bhubaneswar
Tuesday, April 23, 2024
Homeବ୍ରେକୀଙ୍ଗଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ

ଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ

ନୂଆଦିଲ୍ଳୀ : ଦେଶରେ ଦିନକରେ ୩୧ ହଜାର ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୨,୮୧୦ରେ ପହଞ୍ଚିଛି। ସେହିଭଳି ଆଜି ୪୮୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୫,୬୦୩ ରହିଥିବାବେଳେ ୮୮,୮୯,୫୮୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking