29.1 C
Bhubaneswar
Thursday, May 2, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୯୬ ହଜାର ୫୫୧ ନୂଆ କରୋନା ଆକ୍ରାନ୍ତଚିହ୍ନଟ, ୧୨୦୯ ମୃତ

ଦେଶରେ ୨୪ ଘଣ୍ଟାରେ ୯୬ ହଜାର ୫୫୧ ନୂଆ କରୋନା ଆକ୍ରାନ୍ତଚିହ୍ନଟ, ୧୨୦୯ ମୃତ

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୬ ହଜାର ୫୫୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୪ ରେ ପହଞ୍ଚିଛି । ସେହିପରି ଗୋଟିଏ ଦିନରେ ୧,୨୦୯ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି । ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୬ ହଜାର ୨୭୧ କୁ ବୃଦ୍ଧି ପାଇଛି । ଦେଶରେ ଏବେ ୯ ଲକ୍ଷ ୪୩ ହଜାର ୪୮୦ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୫ ଲକ୍ଷ ୪୨ ହଜାର ୬୬୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking