28.1 C
Bhubaneswar
Saturday, April 27, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୪୬ ହଜାର ୯୬୪ କରୋନା ଆକ୍ରାନ୍ତ ଚିହ୍ନଟ‌, ୪୭୦ ମୃତ

ଦେଶରେ ୨୪ ଘଣ୍ଟାରେ ୪୬ ହଜାର ୯୬୪ କରୋନା ଆକ୍ରାନ୍ତ ଚିହ୍ନଟ‌, ୪୭୦ ମୃତ

ନୂଆଦିଲ୍ଲୀ : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟ ହ୍ରାସ ପାଇବାରେ ଲାଗିଛି। କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ଆଶ୍ବସ୍ତି ମିଳିଛି। ଗତ ୨୪ ଘଣ୍ଟାରେ ୪୬ ହଜାର ୯୬୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧ ଲକ୍ଷ ୮୪ହଜାର ୮୨ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୪୭୦ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ହଜାର ୨୨ ହଜାର ୧୧୧କୁ ବୃଦ୍ଧି ପାଇଛି। ଦେଶରେ ଏବେ ୫ ଲକ୍ଷ ୭୦ ହଜାର ୪୫୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୭୪ ଲକ୍ଷ ୯୧ ହଜାର ୫୧୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ରସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking