38.1 C
Bhubaneswar
Friday, April 26, 2024
Homeକରୋନାଦେଶରେ ଦିନକରେ ୪.୧୨ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ, ୩୯୮୦ ମୃତ

ଦେଶରେ ଦିନକରେ ୪.୧୨ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ, ୩୯୮୦ ମୃତ

ନୂଆଦିଲ୍ଲୀ: ଦେଶରେ ୪.୧୨ ଲକ୍ଷ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ଗୋଟିଏ ଦିନରେ ୩୯୮୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସରକାରୀ ସୂତ୍ର ଅନୁଯାୟୀ ଗୋଟିଏ ଦିନରେ ଏତେ ସଂଖ୍ୟକ ସଂକ୍ରମିତ ପ୍ରାଣ ହରାଇବା ଏହା ପ୍ରଥମ ଘଟଣା। ଏହାଦ୍ୱାରା ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨,୩୦,୧୬୮କୁ ବୃଦ୍ଧିପାଇଛି। ଦେଶରେ ଏପର୍ଯ୍ୟନ୍ତ ମୋଟ ୧୬ କୋଟି ୨୫ ଲକ୍ଷ ୧୩ ହଜାର ୩୩୯ ପାନ ଟିକାକରଣ କରାଯାଇସାରିଛି। ଦେଶରେ କରୋନା ସଂକ୍ରମଣରୁ ୧ କୋଟି ୭୨ ଲକ୍ଷ ୮୦ ହଜାର ୮୪୪ ଜଣ ସୁସ୍ଥ ହୋଇସାରିଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩୫ ଲକ୍ଷ ୬୬ ହଜାର ୩୯୮ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking