29.1 C
Bhubaneswar
Saturday, April 27, 2024
Homeକରୋନାଦେଶରେ ୨୪ ଘଣ୍ଟାରେ ୪୩ ହଜାର ୮୯୩ ନୂଆ କରୋନା ପଜିଟିଭ ଚିହ୍ନଟ

ଦେଶରେ ୨୪ ଘଣ୍ଟାରେ ୪୩ ହଜାର ୮୯୩ ନୂଆ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ : ଧିରେ ଧିରେ ଦେଶରେ କରୋନା ଆକ୍ରାନ୍ତ ଓ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି। କିଛି ସପ୍ତାହ ପୂର୍ବରୁ ଦୈନିକ ୮୦ ହଜାର ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ଏବେ ଏଥିରେ ହ୍ରାସ ହେଉଛି। ଦେଶରେ ୨୪ ଘଣ୍ଟାରେ ୪୩ ହଜାର ୮୯୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୯ଲକ୍ଷ ୯୦ ହଜାର ୩୨୨କୁ ବୃଦ୍ଧି ପାଇଛି। ଦିନରେ ୫୦୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୦କୁ ବୃଦ୍ଧି ପହଞ୍ଚିଛି। ୬,୧୦,୮୦୩ ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୭୨,୫୯,୫୦୯ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking