ରାଜ୍ୟରୁ ପୁଣି ବାହାରିଲେ ୮୪୯ ଆକ୍ରାନ୍ତ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ
ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୮୪୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୫ … Continue reading ରାଜ୍ୟରୁ ପୁଣି ବାହାରିଲେ ୮୪୯ ଆକ୍ରାନ୍ତ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ
Copy and paste this URL into your WordPress site to embed
Copy and paste this code into your site to embed