26.1 C
Bhubaneswar
Tuesday, May 7, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୮୦୫ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୮୦୫ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୧ ହଜାର ୮୦୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬ ହଜାର ୪୯୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୧୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୪୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୦୦,୪୯୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୬,୪୭୧ ଥିବା ବେଳେ ୪,୯୧,୬୭୪ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ସୁନ୍ଦରଗଡରୁ ୧୨୦୯, କଟକରୁ ୧୧୯୭, ଅନୁଗୁଳରୁ ୬୬୮, ସମ୍ବଲପୁରରୁ ୫୫୩, ବରଗଡରୁ ୪୨୧, ଯାଜପୁରରୁ ୩୯୨, ପୁରୀରୁ ୩୮୮, କଳାହାଣ୍ଡିରୁ ୩୭୭, ମୟୂରଭଞ୍ଜରୁ ୩୭୪, ବଲାଙ୍ଗିରରୁ ୩୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking