27.1 C
Bhubaneswar
Friday, March 21, 2025
Homeଓଡିଶାକୋଭିଡ ନେଇଛି ୫୦ ସାମ୍ବାଦିକଙ୍କ ଜୀବନ : ମୁଖ୍ୟମନ୍ତ୍ରୀ  

କୋଭିଡ ନେଇଛି ୫୦ ସାମ୍ବାଦିକଙ୍କ ଜୀବନ : ମୁଖ୍ୟମନ୍ତ୍ରୀ  

ଭୁବନେଶ୍ୱର : କୋଭିଡରେ ପ୍ରାଣ ହରାଇଛନ୍ତି ୫୦ ଜଣ ସାମ୍ବାଦିକ । ଏନେଇ ବିଧାନସଭାରେ  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି । ସର୍ୱାଧିକ ଗଂଜାମରୁ ୧୦, ଖୋଦ୍ଧା ଓ ଭୁବନେଶ୍ୱରରୁ ୮ ଜଣ । ସୁନ୍ଦରଗଡରେ ୪ ଜଣ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ୫୦ରୁ ୪୯ ଜଣଙ୍କୁ ମୃତ୍ୟୁକାଳୀନ ସହାୟତା ରାଶି ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking