27.1 C
Bhubaneswar
Friday, August 14, 2026
Homeଓଡିଶାପୁଣି ଓଡିଶାକୁ ଫେରିଲା କୋଭିଡ୍‌

ପୁଣି ଓଡିଶାକୁ ଫେରିଲା କୋଭିଡ୍‌

ଭୁବନେଶ୍ୱର:ପୁଣି ଓଡିଶାକୁ ଫେରିଲା କୋଭିଡ୍‌। ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିବା ନେଇ ଜଣାପଡିଛି। ଏନେଇ ହସ୍ପିଟାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ତେବେ ଆକ୍ରାନ୍ତଙ୍କ କେଉଁଠାରୁ ସଂକ୍ରମିତ ହୋଇଛନ୍ତି ସେନେଇ ସୂଚନା ମିଳିନାହିଁ। ବିଗତ କିଛି ଦିନ ର ବ୍ୟବଧାନ ପରେ ପୁଣି ଓଡିଶାକୁ ଫେରଛି କୋଭିଡ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking