40.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାର ୬୪୯ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାର ୬୪୯ ସଂକ୍ରମିତ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇ ବଢିଚାଲିଛି । ରାଜ୍ୟରେ ସଂକ୍ରମଣ ସଂଖ୍ୟା ପୁଣି ୧୦ ହଜାର ଟପିଛି । ଗତ ୨୪ ଘଣ୍ଟା ରାଜ୍ୟରେ ୧୦ ହଜାର ୬୪୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୫୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୭୬ ହଜାର ୨୯୭କୁ ବୃଦ୍ଧି ପାଇଛି ।

ସେହିପରି କଟକରୁ ୯୩୦, ସୁନ୍ଦରଗଡରୁ ୭୭୪, ଅନୁଗୁଳରୁ ୫୫୭, ବାଲେଶ୍ୱରୁ ୫୦୩, ସମ୍ବଲପୁରରୁ ୪୯୪, ମୟୂରଭଞ୍ଜରୁ ୪୦୪, ବରଗଡରୁ ୩୯୧, ଝାରସୁଗୁଡାରୁ ୩୬୮, ନୟାଗଡରୁ ୩୫୭, ପୁରୀରୁ ୩୩୫, ନୂଆପଡାରୁ ୩୩୧, ଯାଜପୁରରୁ ୩୦୭, ଜଗତସିଂହପୁରରୁ ୨୭୮, ଷ୍ଟେଟପୁଲରୁ ୨୭୮, କଳାହାଣ୍ଡିରୁ ୨୬୩, ଗଞ୍ଜାମରୁ ୨୪୫, ବୌଦ୍ଧରୁ ୨୩୨, ଢେଙ୍କାନାଳରୁ ୨୨୦, ଭଦ୍ରକରୁ ୨୧୬, ନବରଙ୍ଗପୁରରୁ ୨୦୭, ବଲାଙ୍ଗିରରୁ ୧୯୮, ସୋନପୁରରୁ ୧୯୫, କେନ୍ଦ୍ରାପଡାରୁ ୧୮୫, କେନ୍ଦୁଝରରୁ ୧୭୫, କୋରାପୁଟରୁ ୧୬୪, ରାୟଗଡାରୁ ୧୬୩, ଦେବଗଡରୁ ୧୧୨, ଗଜପତିରୁ ୧୦୪, କନ୍ଧମାଳରୁ ୬୯, ମାଲକାନଗିରିରୁ ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking