30.1 C
Bhubaneswar
Saturday, May 4, 2024
Homeବ୍ରେକୀଙ୍ଗକ୍ରେନ୍ ଧକ୍କାରେ ଚାଲିଗଲା ତିନି ଜଣଙ୍କ ଜୀବନ

କ୍ରେନ୍ ଧକ୍କାରେ ଚାଲିଗଲା ତିନି ଜଣଙ୍କ ଜୀବନ

ବଲାଙ୍ଗିର : ବଲାଙ୍ଗିରରେ ଅଘଟଣ। କ୍ରେନ୍ ଧକ୍କାରେ ୩ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି ବଲାଙ୍ଗିର ତୁଷୁରା ରାସ୍ତାରେ ଘଟିଥିଲା ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା। କ୍ରେନ୍ ଓ ବାଇକ ମଧ୍ଯରେ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ, ବୁର୍ଲା ଡାକ୍ତରଖାନାରେ ଆଉ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ଯପଟେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରି ରାସ୍ତା ରୋକ କରିଛନ୍ତି ସ୍ଥାନୀୟ ବାସିନ୍ଦା । ଘଟଣାସ୍ଥଳରେ ପୁଲିସ ପହଞ୍ଚି ବୁଝାସୁୁଝା କରୁଛି ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking