ଭବିଷ୍ୟତର ନେତୃତ୍ୱ ନେଉଥିବା ବିଦ୍ୟାର୍ଥୀ ସୃଷ୍ଟି କରୁଛି ଉତ୍କଳ:କୁଳପତି

ଭୁବନେଶ୍ବର: ପ୍ରଗତିଶୀଳ ଶିକ୍ଷା ନୀତି ସହିତ ଉତ୍କର୍ଷର ସମର୍ପଣ ଭାବ ହିଁ ଜ୍ଞାନର ବିକାଶ ଏବଂ ଶୈକ୍ଷିକ ପରିବର୍ତ୍ତନ ଧାରା ଜାରି ରଖିବାରେ ସହାୟକ ହେବ, ଯାହା ଭବିଷ୍ୟତର ଦୃଷ୍ଟିଭଙ୍ଗୀକୁ ସୁନିଶ୍ଚିତ କରିବ। ଆଜି ଉତ୍କଳ ବିଶ୍ବବିଦ୍ୟାଳୟ ୮୧ ବର୍ଷରେ ପାଦ ଥାପି ଥିବାବେଳେ ଆଗାମୀ ୧୯ ବର୍ଷରେ ଅଧିକ ସଫଳତା ପାଇବ ଓ ପରିବର୍ତ୍ତନ ଧାରାରେ ସାମିଲ ହେବ। ଏହା ସହ ୧୦୦ ବର୍ଷ ପୂରଣ ଲାଗି ନିରନ୍ତର ପ୍ରତିବଦ୍ଧତା ଜାରି ରଖି ବିଶ୍ବସ୍ତରରେ ନିଜର … Continue reading ଭବିଷ୍ୟତର ନେତୃତ୍ୱ ନେଉଥିବା ବିଦ୍ୟାର୍ଥୀ ସୃଷ୍ଟି କରୁଛି ଉତ୍କଳ:କୁଳପତି