ନୂଆଦିଲ୍ଲୀ : ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ହୋଇଛନ୍ତି ବିନୋଦ କାମ୍ବଲି । ଅସୁସ୍ଥତା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଥାଣେର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏବେ ବିନୋଦଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ରହିଛି ।