ନୂଆଦିଲ୍ଲୀ: ଦିଲ୍ଲୀ ମନ୍ତ୍ରୀ ତଥା ଆପ୍ ନେତା ଆତିଶିଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍ । ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ପରେ ଆତିଶିଙ୍କ ଘରେ କ୍ରାଇମବ୍ରାଞ୍ଚ ଟିମ୍ । ଆପ୍ ବିଧାୟକଙ୍କୁ ବିଜେପି କିଣିବାକୁ ଚେଷ୍ଟା କରୁଥିବା ଅଭିଯୋଗ ନେଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।