25.1 C
Bhubaneswar
Thursday, October 29, 2026
Homeଓଡିଶାକ୍ରସ ଭୋଟିଂ: ୫ ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ

କ୍ରସ ଭୋଟିଂ: ୫ ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ବିବାଦ ମାମଲା । ୫ ବିଜେଡି ବିଧାୟକଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି । ଅରବିନ୍ଦ ମହାପାତ୍ର, ସୁବାସିନୀ ଜେନା , ସନାତନ ମହାକୁଡ, ସୋଭିକ ବିଶ୍ୱାଳ ଓ ଚକ୍ରମଣି କହଁରଙ୍କୁ ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆସନ୍ତା ଜାନୁଆରୀ ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ହେଲେ ଏହାରି ପୂର୍ବରୁ ଜବାବ ଦାଖଲ କରିବାକୁ ୫ ବିଧାୟକଙ୍କୁ ନୋଟିସ ହୋଇଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking