29.1 C
Bhubaneswar
Wednesday, May 1, 2024
Homeଓଡିଶାପଣା ସଂକ୍ରାନ୍ତି ଅବସରରେ ତାରିଣୀ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ

ପଣା ସଂକ୍ରାନ୍ତି ଅବସରରେ ତାରିଣୀ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ

ଘଟଗାଁ: ମହା ବିଷୁବ ପଣା ସଂକ୍ରାନ୍ତି ପାଇଁ କେନ୍ଦୁଝର ଜିଲ୍ଲା ଘଟଗାଁ ତାରିଣୀ ପୀଠରେ ବଡ଼ ଭୋରରୁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଗତ ମଙ୍ଗଳବାରଠାରୁ ୬ ଦିନ ଧରି ମା’ ତାରିଣୀଙ୍କ ଚଇତି ପର୍ବ ପାଳିତ ହେଉଥିବା ବେଳେ ଆଜି ଏହାର ଉଦଯାପନୀ ଉତ୍ସବ। ଆଜି ଭୋର ୫ଟାରୁ ମା’ଙ୍କ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା ଆରମ୍ଭ ହୋଇଥିଲା ଏବଂ ଶ୍ରଦ୍ଧାଳୁଙ୍କ ଭିଡ ପାଇଁ ପୁଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking