27.1 C
Bhubaneswar
Friday, October 18, 2024
Homeଦେଶ ବିଦେଶମୁଦ୍ରା ଲୋନ ୨୦ ଲକ୍ଷ

ମୁଦ୍ରା ଲୋନ ୨୦ ଲକ୍ଷ

ନୂଆଦିଲ୍ଲୀ : ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ତେବେ ମୁଦ୍ରା ଲୋନ ୨୦ ଲକ୍ଷକୁ ବୃଦ୍ଧି କରାଯାଇଥିବା ର୍ଥମନ୍ତ୍ରୀ ଘୋଷଣା କରିଛନ୍ତି । ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking