ଟ୍ରେନଲାଇନରେ କଟି ସିଗନାଲ ଯନ୍ତ୍ରୀଙ୍କ ମୃତ୍ୟୁ

ନୂଆପଡ଼ା: ନୂଆପଡ଼ା ରେଳଷ୍ଟସନର ରେଳ ସିଗନାଲ୍ ଯାନ୍ତ୍ରିକ ତ୍ରୁଟି ଥିବା ଯୋଗୁଁ ସିଗନାଲ୍ ମରାମତି ପାଇଁ ଲଖନା ରେଳ ଷ୍ଟେସନରୁ ଅନୁପ ରଏ (୨୮) (ସିଗନାଲ ଯନ୍ତ୍ରୀ) ରଙ୍ଗବତୀ ଟ୍ରେନ ଯୋଗେ ନୂଆପଡ଼ା ରେଳ ଷ୍ଟେସନ ରାତ୍ରି ୧୦ଟା ବେଳେ ପହଞ୍ଚିଥିଲେ। ସିଗନାଲ ମରାମତି କାମ ସାରି ବିଲମ୍ବିତ ରାତ୍ରିରେ ନୂଆପଡ଼ା ରେଳ ଷ୍ଟେସନରୁ ଲଖନା ଅଭିମୁଖେ ଏକ ମାଲବାହୀ ଟ୍ରେନରେ ଫେରିଥିଲେସେ ଲଖନା ଷ୍ଟେସନରେ ପହଞ୍ଚି ନିଜ ଷ୍ଟାଫଘରକୁ ଯିବା ସମୟରେ ରେଳଲାଇନ ପାର ହେଉଥିବା … Continue reading ଟ୍ରେନଲାଇନରେ କଟି ସିଗନାଲ ଯନ୍ତ୍ରୀଙ୍କ ମୃତ୍ୟୁ