29.1 C
Bhubaneswar
Wednesday, May 1, 2024
Homeଓଡିଶାକଟକ ଆସିଲା ରଥ କାଠ

କଟକ ଆସିଲା ରଥ କାଠ

ପୁରୀ : ଶ୍ରୀଜିଉଙ୍କ ରଥ କାର୍ଯ୍ୟ ପାଇଁ କଟକ ଆସିଲା ରଥ କାଠ । କଟକ ସ୍ଥିତ କରତ କଳକୁ କାଠ ଚିରଟ ପାଇଁ ଆସିଲା । ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା।  ତେବେ ଅନ୍ୟପଟେ ନିର୍ବାଚନ ଥିବାରୁ ଆଦର୍ଶ ଆଚରଣ ବିଧିକୁ ଗୁରୁତ୍ୱର ସହ ନେଇ କାମ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଆଇନ ଶୃଙ୍ଖଳା ,ପାର୍କିଂ, ଟ୍ରାଫିକ ନିୟନ୍ତ୍ରଣ ସହ ନୀତିକାନ୍ତି ଶୃଙ୍ଖଳିତ କରିବା ଉପରେ ବୈଠକରେ ଆଲୋଚନା ହୋଇଛି। ଅନ୍ୟପକ୍ଷରେ ପ୍ରଭୁଙ୍କ ନବଯୌବନ ,ନେତ୍ରୋତ୍ସବ ଓ ରଥଯାତ୍ରା ଗୋଟିଏ ଦିନରେ ପଡ଼ୁଥିବାରୁ ତା ଉପରେ ବି ଆଲୋଚନା ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking