23.1 C
Bhubaneswar
Friday, November 27, 2026
Homeଓଡିଶାବାଲିଯାତ୍ରା ଆଉ ୨ ଦିନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଟକ ମେୟର

ବାଲିଯାତ୍ରା ଆଉ ୨ ଦିନ ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କଟକ ମେୟର

କଟକ: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଦୁଇ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ କଟକ ମେୟର ସୁବାସ ସିଂହ । ଯଦି ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି ମିଳେ ତେବେ ବାଲିଯାତ୍ରା ଡିସେମ୍ବର ୧ ତାରିଖ ପରିବର୍ତ୍ତେ ଆସନ୍ତା ୩ ତାରିଖ ଦିନ ଉଦଯାପିତ ହେବ । ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ମେୟର ଏହାର ଅବଧି ବୃଦ୍ଧି ଲାଗି ଅନୁରୋଧ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking