14.1 C
Bhubaneswar
Saturday, January 11, 2025
Homeଓଡିଶାଆସିଲା କଟକ ପୋକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ

ଆସିଲା କଟକ ପୋକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ: ଆସିଲା କଟକ ପୋକ୍ସୋ କୋର୍ଟ ବିଚାରପତି ସୁବାସ ବିହାରୀଙ୍କ ପୋଷ୍ଟମର୍ଟମ ରିପୋର୍ଟ। ମର୍କତନଗର ଥାନାକୁ ପୋଷ୍ଟମର୍ଟମ ରିପୋର୍ଟ ହସ୍ତାନ୍ତର କଲେ ଏସସିବି ମେଡ଼ିକାଲ କର୍ତୃପକ୍ଷ। ବେକରେ ରଶି ଲଗେଇବା ଯୋଗୁ ବିଚାରପତିଙ୍କ ମୃତ୍ୟୁ ହୋଇଥିବା ନେଇ ପୋଷ୍ଟମର୍ଟମ ରିପୋର୍ଟରେ ଉଲ୍ଲେଖ ହୋଇଛି।

ଗତ ଦୁଇ ତାରିଖରେ କଟକ ସିଡିଏ ସେକ୍ଟର ୯ ସ୍ଥିତ ନିଜ ବାସ ଭବନରେ ସୁବାସ ବିହାରୀ ଆତ୍ମହତ୍ୟା କରିଥିଲେ। ସେପଟେ ସୁବାସ ବିହାରୀଙ୍କୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ କରି ତାଙ୍କ ପତ୍ନୀ ଓ ଶଳାଙ୍କ ନାଁରେ ମର୍କତନଗର ଥାନାରେ ଏତଲା ଦେଇଥିଲେ ପରିବାର ଲୋକେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking