26.1 C
Bhubaneswar
Saturday, September 12, 2026
Homeଓଡିଶାସୃଷ୍ଟି ହେଲା ଗଭୀର ଅବପାତ

ସୃଷ୍ଟି ହେଲା ଗଭୀର ଅବପାତ

ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ। ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା ରହିଛି। ୨୪ ଘଣ୍ଟାରେ ସକ୍ରିୟ ହୋଇ ଆହୁରି ଘନୀଭୂତ ହେବ ବାତ୍ୟା। ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇପାରେ। ୨୮ ତାରିଖ ସନ୍ଧ୍ୟା/ରାତିରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ରହିବ। ସର୍ବାଧିକ ୧୧୦ କି.ମି. ପବନର ବେଗ ରହିବା ଆଶଙ୍କା ରହିଛି। ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୦ କି.ମି. ବେଗରେ ଗତି କରୁଛି। ଏବେ ଗୋପାଳପୁର ଠାରୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆନ୍ଧ୍ରର କାକିନାଡ଼ାଠାରୁ ୮୪୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking