19.1 C
Bhubaneswar
Friday, November 22, 2024
Homeଓଡିଶାବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟ ପ୍ରଭାବରେ ୮ ତାରିଖ ସୁଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପରେ ଏହା ଘନୀଭୂତ ହୋଇବାତ୍ୟାରେ ପରିଣତ ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ ।

ରାଷ୍ଟ୍ରପତି ଅନ୍ଧାରରେ ଭାଷଣ ଦେବା ଘଟଣାରେ ବିଶ୍ୱବିଦ୍ୟାଳୟ ବିଦ୍ୟୁତ୍ କର୍ମଚାରୀ ନିଲମ୍ବିତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking