22.1 C
Bhubaneswar
Wednesday, December 10, 2025
Homeଓଡିଶାଆଜି ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି!

ଆଜି ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି!

ଭୁବନେଶ୍ୱର: ଆଜି ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଆସନ୍ତାକାଲି ଏହା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତାକାମଜଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଆଜି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୨୧ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୪ ତାରିଖରେ ମୟୂରଭଞ୍ଜ, ବାଲେଶ୍ବରରେ ଅତି ପ୍ରବଳ ବର୍ଷା ଅର୍ଥାତ୍ ୭ରୁ ୧୧ ସେଣ୍ଟିମିଟର ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking